ଜଷ୍ଟିସ ସଞ୍ଜୀବ ଖାନ୍ନା ସୁପ୍ରିମକୋର୍ଟର ପରବର୍ତ୍ତୀ ପ୍ରଧାନ ବିଚାରପତି

*-ଜଷ୍ଟିସ ସଞ୍ଜୀବ ଖାନ୍ନା ସୁପ୍ରିମକୋର୍ଟର ପରବର୍ତ୍ତୀ ପ୍ରଧାନ ବିଚାରପତି**-ସଞ୍ଜୀବ ଖାନ୍ନାଙ୍କୁ ନିଯୁକ୍ତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ**-ନଭେମ୍ବର ୧୧ରେ ଦାୟିତ୍ବ ଗ୍ରହଣ କରିବେ ଜଷ୍ଟିସ ଖାନ୍ନା…*