ସଙ୍ଗୀତ ନିର୍ଦ୍ଦେଶକ ସ୍ବରୂପ ନାୟକଙ୍କ ପରଲୋକ ।
ସଙ୍ଗୀତ ନିର୍ଦ୍ଦେଶକ ସ୍ବରୂପ ନାୟକଙ୍କ ପରଲୋକ । ଦୀର୍ଘ ଦିନ ଧରି କ୍ୟାନସରରେ ପୀଡ଼ିତ ଥିଲେ ।ବହୁ ଓଡିଆ ଚଳଚ୍ଚିତ୍ରରେ ସେ ସଙ୍ଗୀତ ନିର୍ଦ୍ଦେଶନା ଦେଇଥିବା ସହ ଅନେକ ଚଳଚ୍ଚିତ୍ରରେ ସେ ନିଜ ଅଭିନୟର ଯାଦୁ ଦେଖାଇଛନ୍ତି।
କଟକର ଏକ ଘରୋଇ ହସ୍ପିଟାଲରେ ତାଙ୍କର ପରଲୋକ ଘଟିଛି। ତାଙ୍କ ମୃତ୍ୟୁରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି।
