ପରିକ୍ରମା ପ୍ରକଳ୍ପ ବେଳେ ଭଙ୍ଗାଯାଇଥିବା ମଠ, ମନ୍ଦିର ହେବ ପୁନଃବାସ । 

ପରିକ୍ରମା ପ୍ରକଳ୍ପ ବେଳେ ଭଙ୍ଗା ଯାଇଥିବା ମଠ ମନ୍ଦିରଗୁଡ଼ିକୁ ପୁନର୍ବାସ କରିବେ ଓଡ଼ିଶାର ବିଜେପି ସରକାର। ଏନେଇ ନୀତିଗତ ନିଷ୍ପତ୍ତି ନିଆଯାଇଛି। ଖାଲି ସେତିକି ନୁହେଁ, ଇତିମଧ୍ୟରେ ୧୯ଟି ମଠକୁ ପୁନର୍ବାସ ପାଇଁ ପ୍ରକ୍ରିୟା ଆରମ୍ଭ ମଧ୍ୟ ହୋଇଛି।ଗୋଟିଏ ସ୍ଥାନରେ ମଠଗୁଡ଼ିକର ବିଜେସ୍ଥଳୀ ସ୍ଥାପନ ହେବ । ଗୋଟିଏ ସ୍ଥାନରେ ବିଜେସ୍ଥଳୀ ରହିଲେ ଶ୍ରଦ୍ଧାଳୁଙ୍କ ପାଇଁ ସୁବିଧା ହେବ । ଏନେଇ ଦେବୋତ୍ତର କମିଶନରଙ୍କ ସହ ଦୁଇ ଥର ବୈଠକ ହୋଇଛି ।

You might also like