ମାର୍ଚ୍ଚ ୮ରେ ମିଳିବ ସୁଭଦ୍ରା ଯୋଜନାର ଦ୍ବିତୀୟ କିସ୍ତି ।

ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ବଡ଼ ସୂଚନା । ମାର୍ଚ୍ଚ ୮ ରେ ଏକା ଥରକେ କୋଟିଏ ମହିଳାଙ୍କୁ କରାଯିବ ଆର୍ଥିକ ସ୍ୱାବଲମ୍ବୀ । ବ୍ରହ୍ମପୁର ଠାରେ କୋଟିଏ ମହିଳାଙ୍କୁ ସୁଭଦ୍ରାର ଦ୍ଵୀତିୟ କିସ୍ତି ପ୍ରଦାନ କରାଯିବ । ଆନ୍ତର୍ଜାତିୟ ମହିଳା ଦିବସରେ ସଶକ୍ତ ହେବେ ମହିଳା। ଏକ କୋଟିରୁ ଅଧିକ ମହିଳାଙ୍କ ପାଖରେ ପହଞ୍ଚିବ ସୁଭଦ୍ରା ଟଙ୍କା ।ଏନେଇ ପ୍ରଭାତୀ ପରିଡା କହିଛନ୍ତି, ମାର୍ଚ୍ଚ ୮ ରେ ମିଳିବ ସୁଭଦ୍ରା ଟଙ୍କା। ଆମେ କହିଥିଲୁ । ସୁଭଦ୍ରା ଏକ କୋଟି ମହିଳାଙ୍କ ପାଖରେ ପହଞ୍ଚିବ । ମାର୍ଚ୍ଚ ୮ ତାରିଖରେ ଏକା ଥରକେ କୋଟିଏ ମହିଳାଙ୍କୁ ଆର୍ଥିକ ସ୍ୱାବଲମ୍ବି କରାଯିବ । ବ୍ରହ୍ମପୁର ଠାରେ କୋଟିଏ ମହିଳାଙ୍କୁ ସୁଭଦ୍ରାର ଦିତ୍ୱୀୟ କିସ୍ତି ଦିଆଯିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।

You might also like