ବଦଳିଲା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଗସ୍ତ ସୂଚୀ

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ତିନିଦିନିଆ ଓଡିଶା ଗସ୍ତ ଓ କାର୍ୟ୍ୟକ୍ରମ ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି । ୨୩ ତାରିଖ ପରିବର୍ତ୍ତେ ୨୪ ତାରିଖରେ ଜନ୍ମମାଟି ମୟୂରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷିରେ ପହଞ୍ଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ପୂର୍ବ ସୂଚୀରେ ଏଥିପାଇଁ ସାମାନ୍ୟ ପରିବର୍ତ୍ତନ କରାଯାଇଛି । ରେଳବାଇ, ଜିଲ୍ଲା ଓ ପୋଲିସ ପ୍ରଶାସନ ମିଳିତ ଭାବେ ରାଷ୍ଟ୍ରପତିଙ୍କ କାର୍ୟ୍ୟକ୍ରମର ବ୍ୟବସ୍ଥା କରୁଛନ୍ତି ।